{{Infobox person | name = ଚାଣକ୍ୟ | image = Chanakya.jpg | image_size = | alt = | caption = An artist's imagination of Chanakya | birth_date = c.
370 BCE | birth_place =ଜନ୍ମ ସ୍ଥାନ ବିବାଦୀୟ , କେତେକଙ୍କ ମତରେ ପାଟଳୀପୁତ୍ର, ତକ୍ଷଶିଳା ଏବଂ ଦକ୍ଷିଣ ଭାରତ | death_date = c. 283 BCE | death_place = ପାଟଳୀପୁତ୍ର | other_names = କୈଟିଲ୍ୟ, ବିଷ୍ଣୁଗୁପ୍ତ | alma_mater = ତକ୍ଷଶିଳା | occupation = Professor and royal advisor | known_for = Foundation of the ମୌର୍ଯ୍ୟ ସାମ୍ରାଜ୍ୟ | notable_works = ଅର୍ଥଶାସ୍ତ୍ର (authorship disputed), ଚାଣକ୍ୟ ନୀତି | influences = | influenced = | footnotes = କୌଟିଲ୍ୟ (ଖ୍ରୀ.ପୂ. 370- ଖ୍ରୀ.ପୂ.2831) ଜଣେ ଭାରତୀୟ ଶିକ୍ଷକ, ଦାର୍ଶନିକ ଏବଂ ରାଜଗୁରୁ ଥିଲେ ।
ପ୍ରକୃତରେ ସେ ପୂରାତନ ତକ୍ଷଶିଳା ବିଶ୍ୱବିଦ୍ୟାଳୟରେ ଅର୍ଥଶାସ୍ତ୍ର ଓ ରାଜନିତୀ ବିଜ୍ଞାନର ଜଣେ ପ୍ରାଧ୍ୟାପକ ଥିଲେ । ଚାଣକ୍ୟ ମୌର୍ଯ୍ୟ ସାମ୍ରାଜ୍ୟ ସ୍ଥାପନରେ ମୂଖ୍ୟ ଭୂମିକା ଗ୍ରହଣ କରିଥିଲେ । ଏହି ସାମ୍ରାଜ୍ୟ ଇତିହାସର ପ୍ରଥମ ସାମ୍ରାଜ୍ୟ ଭାବେ ଭାରତବର୍ଷର ଅନେକ ଅଂଶ ଦଖଲ କରିଥିଲା । ସେ ପ୍ରଥମ ମୌର୍ଯ୍ୟ ସମ୍ରାଟ ଚନ୍ଦ୍ରଗୁପ୍ତ ଏବଂ ତାଙ୍କ ପୁତ୍ର ବିନ୍ଦୁସାରଙ୍କ ମୁଖ୍ୟ ପରାମର୍ଶଦାତା ଥିଲେ ।
ଚାଣକ୍ୟ ମଧ୍ୟ କୌଟିଲ୍ୟ ଓ ବିଷ୍ଣୁ ଗୁପ୍ତ ନାମରେ ପରିଚିତ ଥିଲେ, ଯେକି ଅର୍ଥଶାସ୍ତ୍ର ନାମକ ପୂରାତନ ଭାରତର ରାଜନିତୀ ଉପରେ ଆଧାରିତ ପୁସ୍ତକର ରଚନା କରିଥିଲେ ।
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
This article uses material from the Wikipedia ଓଡ଼ିଆ article ଚାଣକ୍ୟ, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 4.0 ରେ ଉପଲବ୍ଧ । Images, videos and audio are available under their respective licenses.
®Wikipedia is a registered trademark of the Wiki Foundation, Inc. Wiki ଓଡ଼ିଆ (DUHOCTRUNGQUOC.VN) is an independent company and has no affiliation with Wiki Foundation.