କୋଇଲି ଚଉତିଶା

ଚଉତିଶା ଏବଂ କୋଇଲି ପୁରାତନ ଓଡ଼ିଆ ସାହିତ୍ୟରେ ବ୍ୟବହାର ହେଉଥିବା ପଦାବଳି ଦେଖିବାକୁ ମିଳେ । ଚଉତିଶାରେ ‘କ'ରୁ ‘କ୍ଷ' ପର୍ଯନ୍ତ ୩୪ଟି ପଦରେ ରଚନା ଥିଲାବେଳେ କୋଇଲିଗୁଡ଼ିକ ଏକ କୋଇଲିକୁ ସମ୍ବୋଧନ କରି ରଚନା କରାଯାଇଥାଏ । ପ୍ରାଚୀନତମ କେତୋଟି କବିତା ଉଭୟ କୋଇଲି ଏବଂ ଚଉତିଶାକୁ ନେଇ ରଚିତ । କବି ମାର୍କଣ୍ଡ ଦାସଙ୍କ କେଶବ କୋଇଲି ଏଶ୍ରେଣୀର ସର୍ବ ପ୍ରଥମ ରଚନା । କଂସର ନିମନ୍ତ୍ରଣରେ କୃଷ୍ଣ ଅକୃରଙ୍କ ସହ ମଥୁରା ଗଲାପରେ ଯଶୋଦାଙ୍କ ବିଳାପକୁ ନେଇ ଏହା ରଚିତ । ଏହି ପଦ୍ୟାବଳିରେ ଓଡ଼ିଆ ସମାଜରେ ଲୋକକଥନରେ ବ୍ୟବହାର ହେଉଥିଲା । ଆଦିମ କାଳରୁ ଇଂରାଜୀ ଶିକ୍ଷାର ପ୍ରଚଳନ ପର୍ଯ୍ୟନ୍ତ ପ୍ରତ୍ୟେକ ଚାଟଶାଳୀରେ ବର୍ଣ୍ଣମାଳା ଶିଖିବା ପରେ ପରେ ଏହାକୁ ପଢ଼ାଯାଉଥିଲା । କେଶବ କୋଇଲି ରଚିତ ହେବା ପରେ ପରେ ଅନେକ ଗୁଡିଏ କୋଇଲି-ଚଉତିଶା ଓଡ଼ିଆରେ ରଚିତ ହୋଇଛି । ସେଗୁଡିକ ମଧ୍ୟରେ ବଳରାମ ଦାସଙ୍କ କାନ୍ତ କୋଇଲି, ନାଥିଆ ଲୋକନାଥଙ୍କ ଜ୍ଞାନୋଦୟ କୋଇଲି ଆଦି ପ୍ରମୁଖ । .

ଚଉତିଶା ଏବଂ କୋଇଲି ପୁରାତନ ଓଡ଼ିଆ ସାହିତ୍ୟରେ ବ୍ୟବହାର ହେଉଥିବା ପଦାବଳି ଦେଖିବାକୁ ମିଳେ । ଚଉତିଶାରେ ‘କ'ରୁ ‘କ୍ଷ' ପର୍ଯନ୍ତ ୩୪ଟି ପଦରେ ରଚନା ଥିଲାବେଳେ କୋଇଲିଗୁଡ଼ିକ ଏକ କୋଇଲିକୁ ସମ୍ବୋଧନ କରି ରଚନା କରାଯାଇଥାଏ । ପ୍ରାଚୀନତମ କେତୋଟି କବିତା ଉଭୟ କୋଇଲି ଏବଂ ଚଉତିଶାକୁ ନେଇ ରଚିତ । କବି ମାର୍କଣ୍ଡ ଦାସଙ୍କ କେଶବ କୋଇଲି ଏଶ୍ରେଣୀର ସର୍ବ ପ୍ରଥମ ରଚନା । କଂସର ନିମନ୍ତ୍ରଣରେ କୃଷ୍ଣ ଅକୃରଙ୍କ ସହ ମଥୁରା ଗଲାପରେ ଯଶୋଦାଙ୍କ ବିଳାପକୁ ନେଇ ଏହା ରଚିତ । ଏହି ପଦ୍ୟାବଳିରେ ଓଡ଼ିଆ ସମାଜରେ ଲୋକକଥନରେ ବ୍ୟବହାର ହେଉଥିଲା । ଆଦିମ କାଳରୁ ଇଂରାଜୀ ଶିକ୍ଷାର ପ୍ରଚଳନ ପର୍ଯ୍ୟନ୍ତ ପ୍ରତ୍ୟେକ ଚାଟଶାଳୀରେ ବର୍ଣ୍ଣମାଳା ଶିଖିବା ପରେ ପରେ ଏହାକୁ ପଢ଼ାଯାଉଥିଲା । କେଶବ କୋଇଲି ରଚିତ ହେବା ପରେ ପରେ ଅନେକ ଗୁଡିଏ କୋଇଲି-ଚଉତିଶା ଓଡ଼ିଆରେ ରଚିତ ହୋଇଛି । ସେଗୁଡିକ ମଧ୍ୟରେ ବଳରାମ ଦାସଙ୍କ କାନ୍ତ କୋଇଲି, ନାଥିଆ ଲୋକନାଥଙ୍କ ଜ୍ଞାନୋଦୟ କୋଇଲି ଆଦି ପ୍ରମୁଖ ।

This article uses material from the Wikipedia ଓଡ଼ିଆ article କୋଇଲି ଚଉତିଶା, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply. (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 3.0 ରେ ଉପଲବ୍ଧ । Images, videos and audio are available under their respective licenses.
#Wikipedia® is a registered trademark of the Wikimedia Foundation, Inc. Wiki (DUHOCTRUNGQUOC.VN) is an independent company and has no affiliation with Wikimedia Foundation.

🔥 Trending searches on Wiki ଓଡ଼ିଆ:

ପ୍ରଧାନ ପୃଷ୍ଠାରାମ ନବମୀଅଂକୋର୍ ୱାଟ୍କମ୍ପ୍ୟୁଟରଗ୍ରୀକ ଭାଷାଉତ୍କଳ ଦିବସ୧୪୦୦ଆପଲ କମ୍ପାନୀରାମଓଡ଼ିଶାନ୍ୟାଚୁରାଲ ଲାଙ୍ଗୁଏଜ ପ୍ରୋସେସିଂମୀରା ରାୟବନ୍ଦେ ଉତ୍କଳ ଜନନୀଜଗନ୍ନାଥରାମାୟଣଓଡ଼ିଆ ସାହିତ୍ୟ୧୯୬୨ଦଣ୍ଡ ନାଟହନୁମାନ ଚାଳିଶାଓଡ଼ିଶାର ସଂସ୍କୃତିଭାରତଓଡ଼ିଆ ଭାଷାଫକୀର ମୋହନ ସେନାପତିଲକ୍ଷ୍ମୀକାନ୍ତ ମହାପାତ୍ରଜଗନ୍ନାଥ ମନ୍ଦିରରଥଯାତ୍ରାବାହାଘର ଡଟ୍ କମ୍ଭାରତର ସଂସ୍କୃତିମନୋଜ ଦାସଓଡ଼ିଶାର ଲୋକନୃତ୍ୟଓଡ଼ିଆ ରାମାୟଣଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣିକାଳୀଚରଣ ପଟ୍ଟନାୟକବୈଦେହୀଶ ବିଳାସସ୍ୱାମୀ ବିବେକାନନ୍ଦଅଶୋକାଷ୍ଟମୀପଞ୍ଚସଖାଓଡ଼ିଶାର ଇତିହାସରାଧାନାଥ ରାୟମଧୁସୂଦନ ଦାସଗୋପୀନାଥ ମହାନ୍ତିଲକ୍ଷ୍ମଣ ନାୟକଅଚ୍ୟୁତାନନ୍ଦ ଦାସଆର୍କମିଡ଼ିସକାଳିନ୍ଦୀ ଚରଣ ପାଣିଗ୍ରାହୀଓଡ଼ିଶାର ଜିଲ୍ଲାମାନଙ୍କର ତାଲିକାଭୁବନେଶ୍ୱରଉପେନ୍ଦ୍ର ଭଞ୍ଜଓଡ଼ିଆ ସାହିତ୍ୟର ଇତିହାସନମିତା ଅଗ୍ରୱାଲଓଡ଼ିଆ କବି ମାନଙ୍କର ତାଲିକାସଚ୍ଚିଦାନନ୍ଦ ରାଉତରାୟପ୍ରତିଭା ରାୟପଠାଣି ସାମନ୍ତସାରଳା ଦାସକୁଞ୍ଜବିହାରୀ ଦାଶକନକ ମଞ୍ଜରୀ ମହାପାତ୍ରଚୈତନ୍ୟଓଡ଼ିଆ ଭାଗବତଶ୍ରୀରାମ ପଣ୍ଡା୨୧ଜଗନ୍ନାଥ ଦାସମହାଭାରତଭାରତୀୟ ସମ୍ବିଧାନମଧୁସୂଦନ ରାଓ🡆 More
/** SHOW / HIDE SECTION**/function mfTempOpenSection(getID) {var x = document.getElementById("mf-section-"+getID); if (x.style.display === "none") { x.style.display = ""; } else { x.style.display = "none"; }}