ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଗଣେଶଙ୍କର ପୂଜା କରାଯାଏ । ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ । ଆଲୋକମାଳା ମଣ୍ଡିତ ତୋରଣରେ ସୁସଜ୍ଜିତ ମଣ୍ଡପ ଗୁଡ଼ିକ ଆକର୍ଷକ ହୋଇଥାନ୍ତି । ଓଡ଼ିଶାର ଜଟଣୀରେ ଏହା ୧୧ଦିନ ଧରି ପାଳିତ ହୋଇଥାଏ ।
ଗଣେଶ ପୂଜା | |
---|---|
ପାଳନକାରୀ | ହିନ୍ଦୁ ଧର୍ମାମ୍ବଲମ୍ବୀ |
ପ୍ରକାର | ଧାର୍ମିକ, |
ଆରମ୍ଭ | ଭାଦ୍ରବ ଶୁକ୍ଳ ଚତୁର୍ଥୀ |
ଶେଷ | ଭାଦ୍ରବ ଶୁକ୍ଳ ଚତୁର୍ଦ୍ଦଶୀ |
ତାରିଖ | ଅଗଷ୍ଟ/ସେପ୍ଟେମ୍ବର |
୨୦୨୩ ତାରିଖ | ୧୯ ସେପ୍ଟେମ୍ବର (ମଙ୍ଗଳବାର) |
୨୦୨୪ ତାରିଖ | ୭ ସେପ୍ଟେମ୍ବର (ଶନିବାର) |
ପୁନଃପୌନିକତା | ବାର୍ଷିକ |
ଶ୍ରୀ ଗଣେଶ ମହାପ୍ରଭୁଙ୍କ ଶ୍ଳୋକ :
ବକ୍ରତୁଣ୍ଡଂ ମହାକାୟ
ସୂର୍ୟ କୋଟି ସମପ୍ରଭ।
ନିର୍ବିଘ୍ନମ୍ କୁରମେ ଦେବ
ସର୍ବ କାର୍ଯ୍ୟେଷୁ ସର୍ବଦା ।।
ଏହି ଧର୍ମ-ସମ୍ବନ୍ଧିତ ଲେଖାଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
This article uses material from the Wikipedia ଓଡ଼ିଆ article ଗଣେଶ ପୂଜା, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 4.0 ରେ ଉପଲବ୍ଧ । Images, videos and audio are available under their respective licenses.
®Wikipedia is a registered trademark of the Wiki Foundation, Inc. Wiki ଓଡ଼ିଆ (DUHOCTRUNGQUOC.VN) is an independent company and has no affiliation with Wiki Foundation.