ଦ୍ୱିତୀୟ ବିଶ୍ୱଯୁଦ୍ଧ
ଦ୍ୱିତୀୟ ବିଶ୍ୱଯୁଦ୍ଧ ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି ଓ କେନ୍ଦ୍ର ଶକ୍ତି । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା[୧] ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ । [୨]=end
ଦ୍ୱିତୀୟ ବିଶ୍ୱଯୁଦ୍ଧ | |||||||
---|---|---|---|---|---|---|---|
ଉପର ବାଁ ପଟୁ ଦକ୍ଷିଣାବର୍ତ୍ତ ଭାବେ: ୱାଞ୍ଜ୍ୟାଲାଂ ଲଢେଇରେ ଚୀନୀ ବଳ, ଏଲ ଆଲାମେନର ପ୍ରଥମ ଲଢେଇରେ ଅଷ୍ଟ୍ରେଲୀୟ ୨୫-ପାଉଣ୍ଡର ବନ୍ଧୁକ, ଜର୍ମାନ୍ ସ୍ତୁକା dive bombers on the Eastern Front in December 1943, a U.S. naval force in the Lingayen Gulf, Wilhelm Keitel signing the German Instrument of Surrender, Soviet troops in the Battle of Stalingrad | |||||||
| |||||||
ପକ୍ଷ | |||||||
ମିତ୍ରଶକ୍ତି | କେନ୍ଦ୍ରଶକ୍ତି | ||||||
Commanders and leaders | |||||||
ପ୍ରମୁଖ ମିତ୍ରଶକ୍ତି ନେତା![]() ![]() ![]() ଛାଞ୍ଚ:Country data Republic of China (1912–1949) ଚିଆଙ୍ଗ କାଇ-ଶେକ | ପ୍ରମୁଖ କେନ୍ଦ୍ରଶକ୍ତି ନେତା![]() ![]() ![]() | ||||||
କ୍ଷୟକ୍ଷତି | |||||||
ସାମରିକ ମୃତ୍ୟୁ: ୧୬,୦୦୦,୦୦୦ରୁ ଊର୍ଦ୍ଧ୍ୱ ନାଗରିକ ମୃତ୍ୟୁ: ୪୫,୦୦୦,୦୦୦ରୁ ଊର୍ଦ୍ଧ୍ୱ ମୋଟ ମୃତ୍ୟୁ: ୬୧,୦୦୦,୦୦୦ରୁ ଊର୍ଦ୍ଧ୍ୱ (୧୯୩୭–୪୫) ...ଅଧିକ ତଥ୍ୟ | ସାମରିକ ମୃତ୍ୟୁ: ୮,୦୦୦,୦୦୦ରୁ ଊର୍ଦ୍ଧ୍ୱ ନାଗରିକ ମୃତ୍ୟୁ: ୪,୦୦୦,୦୦୦ରୁ ଊର୍ଦ୍ଧ୍ୱ ମୋଟ ମୃତ୍ୟୁ: ୧୨,୦୦୦,୦୦୦ରୁ ଊର୍ଦ୍ଧ୍ୱ (୧୯୩୭–୪୫) ...ଅଧିକ ତଥ୍ୟ |
କାଳକ୍ରମ=
ଦ୍ୱିତୀୟ ବିଶ୍ୱଯୁଦ୍ଧ ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି ଓ କେନ୍ଦ୍ର ଶକ୍ତି । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.
ପୃଷ୍ଠଭୂମି
ଯୁଦ୍ଧ ପୂର୍ବର ଘଟଣା
ଆଧାର
- ↑ James A. Tyner (March 3, 2009). War, Violence, and Population: Making the Body Count. The Guilford Press; 1 edition. p. 49. ISBN 1-6062-3038-7.
- ↑ Sommerville 2011, p. 5 .
ବାହାର ତଥ୍ୟ
- West Point Maps of the European War
- West Point Maps of the Asian-Pacific War
- Atlas of the World Battle Fronts (July 1943 to August 1945)
- War Dogs of World War II
![]() | ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
This article uses material from the Wikipedia ଓଡ଼ିଆ article ଦ୍ୱିତୀୟ ବିଶ୍ୱଯୁଦ୍ଧ, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply. (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 3.0 ରେ ଉପଲବ୍ଧ । Images, videos and audio are available under their respective licenses.
#Wikipedia® is a registered trademark of the Wikimedia Foundation, Inc. Wiki (DUHOCTRUNGQUOC.VN) is an independent company and has no affiliation with Wikimedia Foundation.