ବାହାଘର ଡଟ୍ କମ୍
ବାହାଘର ଡଟ୍ କମ୍ ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା । ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଗୁଡଲି ରଥ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥଲେ । .
ବାହାଘର ଡଟ୍ କମ୍ ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା । ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଗୁଡଲି ରଥ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥଲେ ।
ବାହାଘର ଡଟ୍ କମ୍ | |
---|---|
ନିର୍ଦ୍ଦେଶକ | ସୁଧାଂଶୁ ମୋହନ ସାହୁ |
ପ୍ରଯୋଜକ | ପ୍ରଦ୍ୟୁମ୍ନ ଲେଙ୍କା |
କଳାକାର | ପ୍ରଦୀପ କୁମାର ସାହୁ ସାୟଲ ବାନାର୍ଜୀ ପୁଷ୍ପା ପଣ୍ଡା ପ୍ରଦ୍ୟୁମ୍ନ ଲେଙ୍କା |
ସଙ୍ଗୀତ | ଗୁଡଲି ରଥ |
ମୁକ୍ତିଲାଭ ତାରିଖ | ୧୯ ମାର୍ଚ୍ଚ ୨୦୨୩ |
ଦେଶ | ![]() |
ଭାଷା | ଓଡ଼ିଆ |
ଅଭିନୟ
- ପ୍ରଦୀପ କୁମାର ସାହୁ
- ସାୟଲ ବାନାର୍ଜୀ
- ପୁଷ୍ପା ପଣ୍ଡା
- ପ୍ରଦ୍ୟୁମ୍ନ ଲେଙ୍କା
କାହାଣୀ
ଗୀତ ଏବଂ ସଙ୍ଗୀତ
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଗୁଡଲି ରଥ । ଗୀତିକାର ସୂର୍ଯ୍ୟ ମହାପାତ୍ର ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଲିପ୍ସା, ସୋମେଶ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
କ୍ରମ | ଗୀତ | ଗାୟକ | ସମୟ |
---|---|---|---|
1. | "ମୋ ନିଦକୁ" | ଲିପ୍ସା, ସୋମେଶ |
ଆଧାର
ବାହାର ଆଧାର
- ଇଣ୍ଟରନେଟ ମୁଭି ଡାଟାବେସରେ ବାହାଘର ଡଟ୍ କମ୍
This article uses material from the Wikipedia ଓଡ଼ିଆ article ବାହାଘର ଡଟ୍ କମ୍, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply. (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 3.0 ରେ ଉପଲବ୍ଧ । Images, videos and audio are available under their respective licenses.
#Wikipedia® is a registered trademark of the Wiki Foundation, Inc. Wiki (DUHOCTRUNGQUOC.VN) is an independent company and has no affiliation with Wiki Foundation.