]
ଖୋର୍ଦ୍ଧା | |
---|---|
ଜିଲ୍ଲା | |
ଦେଶ | ଭାରତ |
ରାଜ୍ୟ | ଓଡ଼ିଶା |
ଲୋକ ସଭା | ଖୋର୍ଦ୍ଧା |
ଭାଷା | ଓଡ଼ିଆ, ଇଂରାଜୀ |
ବିଧାନ ସଭା | ୮ଟି ଆସନ
|
Area | |
• ଜିଲ୍ଲା | 2,887.5 km2 (1,114.9 sq mi) |
Population (୨୦୧୧) | |
• ଜିଲ୍ଲା | ୨୨୪୬୩୪୧ |
• Rank | ଓଡ଼ିଶାରେ ପଞ୍ଚମ (୫/୩୦) |
• Density | 799/km2 (2,070/sq mi) |
• Urban | ୧୦୮୦୭୨୧ |
• Rural | ୧୧୬୫୬୨୦ |
• ୬ ବର୍ଷରୁ କମ ଶିଶୁ | ୨୨୨୨୭୫ |
Time zone | IST (+୫.୩୦) |
ଡାକ କୋଡ଼ (ପିନ୍) | ୭୫୧ xxx |
ତାର (ଏସ୍.ଟି.ଡ଼ି) | ୦୬୭୪ |
ଯାନବାହାନ ପଞ୍ଚୀକରଣ | OD-02 |
Website | Official website |
ଖୋର୍ଦ୍ଧା ଓଡ଼ିଶାର ପୂର୍ବରେ ଥିବା ଏକ ପ୍ରଶାସନିକ ଜିଲ୍ଲା । ଖୋର୍ଦ୍ଧା ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟସ୍ଥଳ ଯେଉଁଠି ସବୁ ସରକାରୀ ଅଫିସ ଆଉ ବେସରକାରି କମ୍ପାନୀର ପ୍ରଧାନ ଅଫିସସବୁ ଅଛି ।
୧୯୯୩ ମସିହା ଅପ୍ରେଲ ପହିଲା ଦିନ ଖୋର୍ଦ୍ଧା ଏକ ସ୍ୱତନ୍ତ୍ର ଜିଲ୍ଲାର ମାନ୍ୟତା ପାଇଲା । ୧ଅପ୍ରେଲ ୧୯୯୩ ପୂର୍ବରୁ ଏହା ପୁରୀ ଜିଲ୍ଲାର ଅନ୍ତର୍ଭୁକ୍ତ ଥିଲା ।
ଓଡ଼ିଶାର ପୂର୍ବ ଭାଗରେ ଅବସ୍ଥିତ ଖୋର୍ଦ୍ଧା ଜିଲ୍ଲାର ଆୟତନ ୨,୮୭.୫ ବର୍ଗ କିମି
୨୦୧୧ ଜନଗଣନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାର ମୋଟ ଲୋକସଂଖ୍ୟା ୨୨,୪୬,୩୪୧ । ଏଥିମଧ୍ୟରୁ ଗ୍ରାମାଞ୍ଚଳରେ ୧୧,୬୫,୬୨୦ ଓ ସହରାଞ୍ଚଳରେ ୧୦,୮୦,୭୨୧ ଲୋକ ବାସ କରନ୍ତି ।
ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ୮ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ହେଉଛି:
This article uses material from the Wikipedia ଓଡ଼ିଆ article ଖୋର୍ଦ୍ଧା ଜିଲ୍ଲା, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 4.0 ରେ ଉପଲବ୍ଧ । Images, videos and audio are available under their respective licenses.
®Wikipedia is a registered trademark of the Wiki Foundation, Inc. Wiki ଓଡ଼ିଆ (DUHOCTRUNGQUOC.VN) is an independent company and has no affiliation with Wiki Foundation.